or_tq/jhn/02/15.md

622 B

କାପ୍ତା-ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା-ବ୍ୟବସାୟୀମାନଙ୍କ ସହ ଯୀଶୁ କ’ଣ କଲେ?

ସେ ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ ।