or_tq/jhn/09/22.md

680 B

ସେହି ଅନ୍ଧର ପିତାମାତା କାହିଁକି କହିଲେ, “ସେ ବୟସପ୍ରାପ୍ତ । ତାକୁ ପଚାର। ”

ତାହାର ପିତାମାତା ଯିହୁଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୁଦୀମାନେ ଏକମତ ହୋଇଥିଲେ।