or_tq/jhn/09/41.md

529 B

ଫାରୂଶୀମାନଙ୍କ ପାପ ବିଷୟରେ ଯୀଶୁ କ’ଣ କହିଲେ?

ଯୀଶୁ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଅନ୍ଧ ହୋଇଥାଆନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ନ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭେମାନେ ପାପରେ ରହୁଅଛ।”