or_tq/jhn/09/41.md

4 lines
529 B
Markdown

# ଫାରୂଶୀମାନଙ୍କ ପାପ ବିଷୟରେ ଯୀଶୁ କ’ଣ କହିଲେ?
ଯୀଶୁ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଅନ୍ଧ ହୋଇଥାଆନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ନ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭେମାନେ ପାପରେ ରହୁଅଛ।”