or_tq/jhn/13/24.md

497 B

ଯେତେବେଳେ ଯୀଶୁ ନିଜ ଶିଷ୍ୟମାନଙ୍କୁ କହିଥିଲେ ଯେ ସେମାନଙ୍କ ମଧ୍ୟରୁ ଜଣେ ତାଙ୍କୁ ବିଶ୍ୱାସଘାତକତା କରିବ, ଶିମୋନ ପିତର କ’ଣ କଲେ?

ଶିମୋନ ପିତର ତାହାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ।