or_tq/jhn/20/07.md

521 B

ଶିମୋନ ପିତର କବରରେ କ’ଣ ଦେଖିଲେ?

ପିତର ସେଠାରେ ଦେଖିଲେ ଯେ ସରୁ ସୂକ୍ଷ୍ମ ବସ୍ତ୍ରଗୁଡ଼ିକ ପଡ଼ିଅଛି,  ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି।